Thursday, May 30, 2024
45 C
Odisha

    ରାଜ୍ୟରେ ଆଜି ଆଉ ୫ କରୋନା ପଜିଟିଭ ଚିହ୍ନଟ

    ଆଗକୁ ପଢନ୍ତୁ

    ରାଜ୍ୟରେ ଚିହ୍ନଟ ହେଲେ ଆଉ ୫ଜଣ କରୋନା ଆକ୍ରାନ୍ତ । ୫ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧୯କୁ ବୃଦ୍ଧି ପାଇଛି । ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୧୮ରହିଛି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୪୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ୨୨୭ ଦିନ ମଧ୍ୟରେ ସର୍ବାଧିକ । ତେବେ ସଂକ୍ରମିତଙ୍କ ମଧ୍ୟରେ ୧୭୨ଜଣ ଓମିକ୍ରନ ସବ୍ ଭ୍ୟାରିଆଂଟ ‘ଜେଏନ ଡଟ ୱାନ’ରେ ସଂକ୍ରମିତ ହୋଇଥିବା ସୂଚନା ରହିଛି । ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ କେନ୍ଦ୍ର ପକ୍ଷରୁ ସମସ୍ତ ରାଜ୍ୟକୁ ବେଡ୍, ଅକ୍ସିଜେନ୍ ଯୁକ୍ତ ବେଡ୍ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ପଜିଟିଭ୍ ଚିହ୍ନଟ ହେଲେ, ଘରୋଇ ସଂଗରୋଧରେ ରହିବାକୁ ପରାମର୍ଶ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    45 ° C
    45 °
    45 °
    15 %
    3kmh
    25 %
    Thu
    45 °
    Fri
    46 °
    Sat
    43 °
    Sun
    42 °
    Mon
    45 °

    ସମ୍ବନ୍ଧିତ