Sunday, October 4, 2026
29.6 C
Odisha

    ମହାରାଷ୍ଟ୍ରରୁ ଓଡ଼ିଶାକୁ ଆସିବେ ଆଉ ୫ ବାଘୁଣୀ: ଜଙ୍ଗଲ ପରିବେଶ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମହାରାଷ୍ଟ୍ରରୁ ଓଡ଼ିଶାକୁ ଆସିବେ ଆଉ ପାଞ୍ଚ ବାଘୁଣୀ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ସେ କହିଛନ୍ତି, ବର୍ତ୍ତମାନ ଶିମିଳିପାଳରେ ଗୋଟିଏ ବାଘୁଣୀକୁ ଛଡ଼ା ଯାଇଛି। ଖୁବ କମ୍ ଦିନ ଭିତରେ ଶିମିଳିପାଳରେ ଆଉ ଗୋଟିଏ ବାଘୁଣୀକୁ ଛଡ଼ାଯିବା ପାଇଁ ବ୍ୟବସ୍ଥା କରାଯାଉଛି। ଲୋକଙ୍କ ସହମତିରେ ଏହା କରାଯିବ।
    ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଆହୁରି କହିଛନ୍ତି, ଶିମିଳିପାଳରେ ୪୦ଟି ବାଘ ଅଛନ୍ତି। ସେମାନଙ୍କ ଵଂଶ ବୃଦ୍ଧି ଆବଶ୍ୟକ ହେଉଛି, ତେଣୁ ବାଘୁଣୀମାନଙ୍କୁ ଅଣାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ