Sunday, September 13, 2026
27.6 C
Odisha

    ଭରତପୁର ଥାନାରେ ସେନାବାହିନୀର ମେଜରଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣା: ୫ ପୁଲିସ କର୍ମଚାରୀ ନିଲମ୍ବିତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜଧାନୀ ଭରତପୁର ଥାନାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ମାଡ଼ ମରାଯିବା ଘଟଣାରେ ପୁଲିସ ଡିଜି ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ମାମଲାରେ ଭରତପୁର ଥାନାର ୫ ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବିତ କର୍ମଚାରୀମାନେ ହେଲେ  ଭରତପୁର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର ଏସଆଇ ବୈଶାଳିନୀ ପଣ୍ଡା ଏଏସଆଇ ସଲିଳମୟୀ ସାହୁ, ସାଗରିକା ରଥ ଏବଂ କନେଷ୍ଟବଳ ବଳରାମ ହାଁସଦା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.6 ° C
    27.6 °
    27.6 °
    75 %
    2.2kmh
    66 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ