Monday, August 24, 2026
24.2 C
Odisha

    ୫ ତହସିଲଦାର, ୨୧୭ ଅତିରିକ୍ତ ତହସିଲଦାର ପଦବୀ ଖାଲି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଧାନସଭାର ପ୍ରଶ୍ନକାଳରେ ବିଭିନ୍ନ ବିଭାଗର ପ୍ରଶ୍ନର ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ। ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ଉତ୍ତର ରଖିଛନ୍ତି ଯେ ରାଜ୍ୟରେ ୩୧୭ ଟି ତହସିଲ ଅଫିସ ଅଛି।ଏହି ସବୁ ପଦବୀ ପୂରଣ କରିବାକୁ ଓଏସଏସଏସସିକୁ ନିର୍ଦ୍ଦେଶ ଦିଆଯାଇଛି। ସବୁ ପଦବୀ ଚୟନ ଓ ପଦୋନ୍ନତି ଜରିଆରେ ପୂରଣ କରାଯିବ।ଗୃହରେ ଜଳ ସମ୍ପଦ, ରାଜସ୍ୱ ବିପର୍ଯ୍ୟୟ ପରିଚାଳନା, ଇସ୍ପାତ ଓ ଖଣି, ଯୋଜନା ଓ ସଂଯୋଜନା, ବାଣିଜ୍ୟ, ସୂଚନା ଲୋକସମ୍ପର୍କ ଓ ପରିବହନ ବିଭାଗର ପ୍ରଶ୍ନ ଉପରେ ଆଲୋଚନା ମଧ୍ୟ ହୋଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.2 ° C
    24.2 °
    24.2 °
    97 %
    1.5kmh
    100 %
    Mon
    29 °
    Tue
    30 °
    Wed
    30 °
    Thu
    27 °
    Fri
    28 °

    ସମ୍ବନ୍ଧିତ