Wednesday, July 2, 2025
24.6 C
Odisha

    ୨୦୨୩ରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ୫,୬୯୬ ଜଣଙ୍କ ଜୀବନ ଯାଇଛି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ସଡ଼କ ଦୁର୍ଘଟଣା କ୍ରମାଗତ ବଢିବାରେ ଲାଗିଛି । ୨୦୨୩ରେ ରାଜ୍ୟରେ ମୋଟ ୧୨ ହଜାର ୫୨ ସଡ଼କ ଦୁର୍ଘଟଣା ଘଟିଥିଲା । ଏହି ସଡ଼କ ଦୁର୍ଘଟଣାରେ ୫ ହଜାର ୬୯୬ ଜଣଙ୍କ ଜୀବନ ଯାଇଛି । ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୪୪୮ ଜଣଙ୍କ ମୃତ୍ୟୁ ଘଟିଥିଲା । ସେହିପରି ୧୦ ହଜାର ୪୧୯ ଜଣ ଆହତ ହୋଇଛନ୍ତି ବୋଲି ବିଧାନସଭାରେ ସଡ଼କ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଉତ୍ତର ଦେଇଛନ୍ତି । ସେହିପରି ୨୦୧୯ରୁ ୨୦୨୩ ପର୍ଯ୍ୟନ୍ତ ଗତ ୫ ବର୍ଷ ମଧ୍ୟରେ ମୋଟ ୫୫ ହଜାର ୫୮୦ଟି ସଡକ ଦୁର୍ଘଟଣା ଘଟିଛି । ଏଥିରେ ୨୬ ହଜାର ୩୨୫ ଜଣ ପ୍ରାଣ ହରାଇଥିବା ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    91 %
    1.1kmh
    100 %
    Wed
    25 °
    Thu
    26 °
    Fri
    29 °
    Sat
    28 °
    Sun
    24 °

    ସମ୍ବନ୍ଧିତ