Wednesday, October 7, 2026
31.4 C
Odisha

    ଭରତପୁର ଥାନା ମାମଲା: ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା ଦେଲା ବିଜେଡି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ମାମଲାରେ ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା ଦେଇଛି ବିଜେଡି। ଆଗାମୀ ୨୪ ତାରିଖ ମଙ୍ଗଳବାର ସକାଳ ୬ଟାରୁ ୧୨ଟା ଯାଏ ବିଜେଡି ପକ୍ଷରୁ ଭୁବନେଶ୍ବର ବନ୍ଦ ଡାକରା ଦିଆଯାଇଛି। ଏ ନେଇ ଆଜି ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    31.4 ° C
    31.4 °
    31.4 °
    52 %
    2.4kmh
    12 %
    Wed
    29 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ