Saturday, March 21, 2026
19.7 C
Odisha

    ଆସିଲା ବିଜେଡିର ସପ୍ତମ ତାଲିକା: ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା

    ଆଗକୁ ପଢନ୍ତୁ

    ଭୁବନ‌େଶ୍ବର: ଆଜି ବିଜେଡିର ସପ୍ତମ ତାଲିକା ଘୋଷିତ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ୬ଟି ଆସନରୁ ୫ଟିରେ ପ୍ରାର୍ଥୀ ବଦଳାଯାଇଥିବାବେଳେ କାକଟପୁରରେ କିନ୍ତୁ ଅପରିବର୍ତ୍ତିତ ରଖିଛି ଦଳ।ଏଥର ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, କାକଟପୁରରୁ ତୁଷାରକାନ୍ତି ବେହେରା, ବାଙ୍ଗିରିପୋଷିରୁ ରଂଜିତା ମାର୍ଣ୍ଡି ଓ ବରୀରୁ ବିଶ୍ବରଂଜନ ମଲ୍ଲିକଙ୍କୁ ପ୍ରାର୍ଥୀ କରିଛି ବିଜେଡି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    79 %
    0.7kmh
    99 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    37 °

    ସମ୍ବନ୍ଧିତ