Saturday, July 27, 2024
24.8 C
Odisha

    ୨୦୨୪ ନିର୍ବାଚନ ପାଇଁ କଂଗ୍ରେସର ୯ ଗ୍ୟାରେଣ୍ଟି

    ଆଗକୁ ପଢନ୍ତୁ

    ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସ ଦେଇଛି ୯ ଗ୍ୟାରେଣ୍ଟି । ନିର୍ବାଚନ ଇସ୍ତାହାର ପ୍ରକାଶ କରିବା ପୂର୍ବରୁ କଂଗ୍ରେସର ଏହି ଗ୍ୟାରେଣ୍ଟିକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ସବୁବର୍ଗକୁ ଲକ୍ଷ୍ୟ କରି ଏହି ୯ ଗ୍ୟାରେଣ୍ଟି ଆଣିଛି କଂଗ୍ରେସ ।କ୍ଷମତାକୁ ଆସିଲେ କଂଗ୍ରେସ ଏହି ୯ ଗ୍ୟାରେଣ୍ଟି ଉପରେ କାମ କରିବ ।
    – ବୋନସ୍ ସହ ଧାନ ଏମଏସପି ୩୦୦୦ ଟଙ୍କା, କୃଷିଋଣ ଛାଡ, କୃଷକଙ୍କ ପାଇଁ ମାସିକ ପେନସନ ୨୦୦୦ ଟଙ୍କା
    – ଉପଭୋକ୍ତାଙ୍କ ପାଇଁ ୨୦୦ ୟୁନିଟ୍ ପର୍ଯ୍ୟନ୍ତ ବିଦ୍ୟୁତ ଦେୟ ଛାଡ
    – ୫ ଲକ୍ଷ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା, ବେକାରୀ ଭତ୍ତା ମାସିକ ୩୦୦୦ ଟଙ୍କା
    – ଏସଏଚଜିକୁ ବ୍ୟାଙ୍କ ଋଣ ଛାଡ, ଚିଟଫଣ୍ଡ ଅର୍ଥ ଫେରସ୍ତ
    – ଗୃହଲକ୍ଷ୍ମୀ ଯୋଜନାରେ ଘରର ମହିଳା ମୁଖ୍ୟଙ୍କୁ ୨୦୦୦ ଟଙ୍କା ଭତ୍ତା
    – ପ୍ରତି ପରିବାରକୁ ମାସିକ ୫୦୦ ଟଙ୍କାରେ ସିଲିଣ୍ଡର
    – ସମସ୍ତଙ୍କୁ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସୁବିଧା
    – ବାର୍ଦ୍ଧକ୍ୟ, ବିଧବା, ଦିବ୍ୟାଙ୍ଗ ଭତ୍ତା ମାସିକ ୨୦୦୦ ଟଙ୍କା
    – କ୍ଷମତାକୁ ଆସିଲେ ୧୦୦ ଦିନ ଭିତରେ ରାଜ୍ୟରେ ଜାତିଭିତ୍ତିକ-ସାମାଜିକ,ଆର୍ଥିକ ସର୍ଭେ ଆରମ୍ଭ ଏବଂ ଅନୁସୂଚିିତ ଜାତି/ଜନଜାତିଙ୍କୁ ୩୫ କିଲୋ ଚାଉଳ ସହିତ ୧ କେଜି ଡାଲି, ୧ ଲିଟର ତେଲ, ୧ କେଜି ଲୁଣ ଓ ୨୫୦ ଗ୍ରାମ ହଳଦୀ ଦିଆଯିବ

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    96 %
    1.2kmh
    100 %
    Sat
    26 °
    Sun
    27 °
    Mon
    30 °
    Tue
    30 °
    Wed
    25 °

    ସମ୍ବନ୍ଧିତ