Thursday, January 8, 2026
11.8 C
Odisha

    ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ ମାଓବାଦୀଙ୍କ ଆତ୍ମସମର୍ପଣ

    ଆଗକୁ ପଢନ୍ତୁ

    ବୌଦ୍ଧ: ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ଭିତରେ ୨ ମହିଳା ମାଓବାଦୀ ଥିବା ଜଣାଯାଇଛି।ସମସ୍ତ ୯ ମାଓବାଦୀ ଛତିଶଗଡ଼ ଦନ୍ତେୱାଡ଼ା ଜିଲ୍ଲାର ବୋଲି ସୂଚନା ରହିଛି। ସେମାନେ ମୁଖ୍ୟ ସ୍ରାତରେ ସାମିଲ ହେବାକୁ ଆତ୍ମସମର୍ପଣ କରିବାକୁ ନିଷ୍ପତ୍ତି ନେଇଥିବା କୁହାଯାଇଛି। ଦୁଇ ମହିଳା ମାଓବାଦୀଙ୍କ ନାମ ୟୋଗି ମାଡଭି ଓ ପୋଜେ ମାଡଭି ବୋଲି ଜଣାଯାଇଛି। ଠିକ୍ ସେହିପରି ପୁରୁଷ ମାଓବାଦୀମାନେ ହେଲେ ଭୀମ କାଡଟି, ଭୀମ ବଂଜାମ, ବନ୍ଦୀ ବଂଜାମ, ଅରମା ରାବୀ, ମଲ୍ଲା ମାଡଭି, ଦେବ କାଟଭି ଓ ଆୟତା ମାଡଭି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    11.8 ° C
    11.8 °
    11.8 °
    35 %
    1.2kmh
    2 %
    Thu
    26 °
    Fri
    26 °
    Sat
    26 °
    Sun
    28 °
    Mon
    27 °

    ସମ୍ବନ୍ଧିତ