Wednesday, August 19, 2026
24.8 C
Odisha

    ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ ମାଓବାଦୀଙ୍କ ଆତ୍ମସମର୍ପଣ

    ଆଗକୁ ପଢନ୍ତୁ

    ବୌଦ୍ଧ: ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ଭିତରେ ୨ ମହିଳା ମାଓବାଦୀ ଥିବା ଜଣାଯାଇଛି।ସମସ୍ତ ୯ ମାଓବାଦୀ ଛତିଶଗଡ଼ ଦନ୍ତେୱାଡ଼ା ଜିଲ୍ଲାର ବୋଲି ସୂଚନା ରହିଛି। ସେମାନେ ମୁଖ୍ୟ ସ୍ରାତରେ ସାମିଲ ହେବାକୁ ଆତ୍ମସମର୍ପଣ କରିବାକୁ ନିଷ୍ପତ୍ତି ନେଇଥିବା କୁହାଯାଇଛି। ଦୁଇ ମହିଳା ମାଓବାଦୀଙ୍କ ନାମ ୟୋଗି ମାଡଭି ଓ ପୋଜେ ମାଡଭି ବୋଲି ଜଣାଯାଇଛି। ଠିକ୍ ସେହିପରି ପୁରୁଷ ମାଓବାଦୀମାନେ ହେଲେ ଭୀମ କାଡଟି, ଭୀମ ବଂଜାମ, ବନ୍ଦୀ ବଂଜାମ, ଅରମା ରାବୀ, ମଲ୍ଲା ମାଡଭି, ଦେବ କାଟଭି ଓ ଆୟତା ମାଡଭି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.8 ° C
    24.8 °
    24.8 °
    91 %
    1.9kmh
    73 %
    Wed
    25 °
    Thu
    29 °
    Fri
    29 °
    Sat
    25 °
    Sun
    25 °

    ସମ୍ବନ୍ଧିତ