Wednesday, September 16, 2026
31.5 C
Odisha

    ସକାଳେ ଇସ୍ତଫା- ସନ୍ଧ୍ୟାରେ ଶପଥ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ବିହାରରେ ପୁଣି ନୂଆ ସରକାର। ଆରଜେଡି ହାତ ଛାଡି ବିଜେପି ସହ ମିଶି ନୂଆ ସରକାର ଗଠନ କରିଛନ୍ତି ଜେଡିୟୁ ମୁଖିଆ ନୀତିଶ କୁମାର। ଏଥି ସହିତ ୯ମ ଥର ପାଇଁ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ଭାବେ ରାଜଭବନରେ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି । ବିହାରର ରାଜ୍ୟପାଳ ତାଙ୍କୁ ଏହି ଶପଥ ପାଠ କରାଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    31.5 ° C
    31.5 °
    31.5 °
    61 %
    2.2kmh
    39 %
    Wed
    31 °
    Thu
    31 °
    Fri
    30 °
    Sat
    31 °
    Sun
    30 °

    ସମ୍ବନ୍ଧିତ