Saturday, March 21, 2026
19 C
Odisha

    ସୁପ୍ରିମକୋର୍ଟରେ ଜୟନାରାୟଣଙ୍କୁ ବଡ଼ ଝଟକା: ଆଗୁଆ ଜାମିନ ଆବେଦନ ଖାରଜ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଝଟକା ଲାଗିଛି। ମହିଳା ଆଇଆଇସିଙ୍କୁ ଧକ୍କା ମାରିବା ଘଟଣାରେ ଆଗୁଆ ଜାମିନ ପାଇଁ ଜୟନାରାୟଣ କରିଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି।ଗତବର୍ଷ ଫେବ୍ରୁଆରୀ ୧୫ରେ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ବେଳେ ପୁଲିସ ଏବଂ ଆନ୍ଦୋଳନକାରୀ ମୁହାଁମୁହିଁ ହୋଇଥିଲେ । ଏହି ସମୟରେ ଜୟନାରାୟଣ ତତ୍କାଳୀନ କାର୍ଯ୍ୟରତ ଧନୁପାଲୀ ଥାନା ଆଇଆଇସି ଅନିତା ପ୍ରଧାନଙ୍କୁ ଧକ୍କା ମାରିଥିବା ଅଭିଯୋଗ ହୋଇଥିଲା ।

    ଆଇଆଇସି ଜୟନାରାୟଣଙ୍କୁ ମାଡ଼ ମାରିଥିବା ନେଇ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19 ° C
    19 °
    19 °
    81 %
    1.2kmh
    10 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    38 °

    ସମ୍ବନ୍ଧିତ