Tuesday, October 14, 2025
27.2 C
Odisha

    ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଭୟଙ୍କର ଅଗ୍ନିକାଣ୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପଟିଆଛକର ଏକ ଆପାର୍ଟମେଣ୍ଟ ଅଷ୍ଟମ ମହଲାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବା ଖବର ସାମ୍ନାକୁ ଆସିଛି । ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଏହି ଅଗ୍ନିକାଣ୍ଡଟି ଘଟିଛି । ଏହି ଅଗ୍ନିକାଣ୍ଡ କେଉଁ କାରଣରୁଘଟିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ନିଆଁ ଲାଗିବା ପରେ ଆପାର୍ଟମେଣ୍ଟ ବାସିନ୍ଦା ଅଗ୍ନିଶମବାହିନୀକୁ ଡାକିଥିଲେ । ଏହାପରେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପ୍ରକ୍ରିୟା ଜାରି ରଖିଥିଲେ। ଦୀର୍ଘ ସମୟ ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁଙ୍କୁ ଆୟତ୍ତ କରିଛନ୍ତି। ଏହି ଅଗ୍ନିକାଣ୍ଡରେ କ’ଣ କ’ଣ ନଷ୍ଟ ହୋଇଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ । ଭୋର୍ ୩ଟା ସମୟରେ ନିଆଁ ଲାଗିଥିବା କୁହାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    27.2 ° C
    27.2 °
    27.2 °
    70 %
    1.4kmh
    22 %
    Tue
    29 °
    Wed
    30 °
    Thu
    30 °
    Fri
    29 °
    Sat
    29 °

    ସମ୍ବନ୍ଧିତ