Monday, October 12, 2026
22.3 C
Odisha

    କେଜ୍ରିୱାଲଙ୍କ ପାଇଁ ଉପବାସ କରିବେ ନେତା , କର୍ମୀ । ଜନ୍ତରମନ୍ତରରେ ହେବେ ଏକାଠି । ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

    ଆଗକୁ ପଢନ୍ତୁ

    ଦେଶ ତଥା ବିଦେଶରେ ଥିବା କର୍ମୀମାନେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀ ବିରୋଧରେ ଆନ୍ଦୋଳନକୁ ଜୋରଦାର କରିଛନ୍ତି।  ରବିବାର ପୂର୍ବାହ୍ନ ୧୦ଟା ଠାରୁ ଏହି ଉପବାସ ଆରମ୍ଭ ହେବ । ଏହା ଜନ୍ତର ମନ୍ତର ଏବଂ ସହିଦ ଭଗତ ସିଂଙ୍କ ଗାଁ ପଞ୍ଜାବର ଖଟଖଡକାଲାଂରୁ ଆରମ୍ଭ ହେବ। ଏଥିରେ ବିଧାୟକ, ମନ୍ତ୍ରୀ, ସାଂସଦ, କାଉନସିଲର ଏବଂ ଅଧିକାରୀମାନେ ସାମିଲ୍ ହେବେ।ଉତ୍ତରପ୍ରଦେଶ, ହରିୟାଣା, ହିମାଚଳ, ତାମିଲନାଡୁ, ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ସମେତ ଦେଶର ୨୫ ଟି ରାଜ୍ୟର ରାଜଧାନୀ, ଜିଲ୍ଲା ଏବଂ ବ୍ଲକ ମୁଖ୍ୟାଳୟ, ଗ୍ରାମ ଏବଂ ସହରଗୁଡ଼ିକରେ ଲୋକମାନେ ଉପବାସ କରିବେ ଏବଂ କେଜ୍ରିୱାଲଙ୍କୁ ଆଶୀର୍ବାଦ କରିବେ। ଏହା ବ୍ୟତୀତ ନ୍ୟୁୟର୍କ, ବୋଷ୍ଟନ୍, ଲସ୍ ଆଞ୍ଜେଲସ୍, ଆମେରିକାର ୱାଶିଂଟନ୍ ଡିସି, କାନାଡାର ଟରୋଣ୍ଟୋ, ଅଷ୍ଟ୍ରେଲିଆର ମେଲବୋର୍ଣ୍ଣ, ବ୍ରିଟେନରେ ଲଣ୍ଡନ ଏବଂ ଅନ୍ୟାନ୍ୟ ସ୍ଥାନରେ ଉପବାସ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.3 ° C
    22.3 °
    22.3 °
    82 %
    1.3kmh
    0 %
    Sun
    22 °
    Mon
    29 °
    Tue
    30 °
    Wed
    30 °
    Thu
    30 °

    ସମ୍ବନ୍ଧିତ