Friday, September 25, 2026
25.3 C
Odisha

    ସମ୍ବଲପୁରରେ ଭୟଙ୍କର ଦୁର୍ଘଟଣା; ୨ମୃତ , ୧୦ ଗୁରୁତର

    ଆଗକୁ ପଢନ୍ତୁ

    ସମ୍ବଲପୁର ଝାଙ୍କରପାଲି ନିକଟସ୍ଥ ୫୫ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଘଟିଛି। ଜାତୀୟ ରାଜପଥରେ ଅଧ୍ୟନିର୍ମିତ ଫ୍ଲାଏଓଭର ଉପରୁ ତୀର୍ଥଯାତ୍ରୀ ବୋଲେରୋ ଖସିପଡ଼ିଥିଲା। ଏହାଫଳରେ ଘଟଣା ସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ବୁର୍ଲା ଭିମସାରରେ ଭର୍ତ୍ତି କରାଯାଇଛି। ଯାତ୍ରୀମାନେ ଛତିଶଗଡ଼ରୁ ପୁରୀ ଅଭିମୁଖେ ଯାଉଥିଲେ। ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    25.3 ° C
    25.3 °
    25.3 °
    89 %
    4.1kmh
    100 %
    Fri
    25 °
    Sat
    29 °
    Sun
    29 °
    Mon
    30 °
    Tue
    30 °

    ସମ୍ବନ୍ଧିତ