Friday, January 30, 2026
17.9 C
Odisha

    ରାଜଧାନୀରେ ସିରିଜ ଦୁର୍ଘଟଣା: ୫ରୁ ଉର୍ଦ୍ଧ୍ବ ଆହତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜଧାନୀରେ ସିରିଜ ଦୁର୍ଘଟଣା । ଏକାଧିକ କାରକୁ ଧକ୍କା ଦେଲା ଟ୍ରକ । ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣିରେ ଘଟିଛି ଏଭଳି ଦୁର୍ଘଟଣା । ଦୁର୍ଘଟଣାରେ ୫ରୁ ଉର୍ଦ୍ଧ୍ବ ବ୍ୟକ୍ତି ଆହତ ହୋଇଥିବା ସୂଚନା। ଉତ୍ୟକ୍ତ ଲୋକଙ୍କ ଦ୍ଵାରା ପଳାଶୁଣି ଛକରେ ରାସ୍ତାରୋକ କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ମଞ୍ଚେଶ୍ୱର ଥାନା ପୁଲିସ ପହଞ୍ଚି ଛାନଭିନ ଜାରି ରଖିବା ସହ ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    17.9 ° C
    17.9 °
    17.9 °
    65 %
    2.1kmh
    45 %
    Thu
    17 °
    Fri
    31 °
    Sat
    32 °
    Sun
    32 °
    Mon
    33 °

    ସମ୍ବନ୍ଧିତ