Wednesday, July 22, 2026
24.6 C
Odisha

    ଖଣ୍ଡିଆଶଂଖ ଠାରେ ଦୁର୍ଘଟଣା , ଦୁଇ ବାଇକ ଆରୋହୀ ମୃତ

    ଆଗକୁ ପଢନ୍ତୁ

    ପିପିଲି ଦାଣ୍ଡମୁକୁନ୍ଦପୁର ରାସ୍ତାର ଖଣ୍ଡିଆଶଂଖ ଠାରେ ଦୁର୍ଘଟଣା । ଘନ କୁହୁଡ଼ି ଯୋଗୁଁ କଲଭର୍ଟରେ ପିଟି ହୋଇ ଦୁଇ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ପୁରୀରୁ କଂଟିଲୋ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । କଲଭର୍ଟରେ ପିଟି ହୋଇ ୫୦ ମିଟର ଦୂରକୁ ଛିଟିକି ପଡ଼ିଥିଲେ ଦୁଇ ବାଇକ ଆରୋହୀ । ହେଲେ ଏଯାଏଁ ସେମାନଙ୍କ ପରିଚୟ ମିଳିନଥିବା ଜଣାପଡ଼ିଛି । ଜଣଙ୍କର ପିପିଲି ମେଡ଼ିକାଲରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ଭୁବନେଶ୍ୱର ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    88 %
    3.3kmh
    100 %
    Wed
    24 °
    Thu
    27 °
    Fri
    27 °
    Sat
    29 °
    Sun
    31 °

    ସମ୍ବନ୍ଧିତ