Saturday, July 27, 2024
24.8 C
Odisha

    ସୁଟିଂ ସେଟରେ ବଲିଉଡ ଅଭିନେତା ଙ୍କୁ ହୃଦଘାତ

    ଆଗକୁ ପଢନ୍ତୁ

    ମୁମ୍ବାଇ; ଫିଲ୍ମ ସୁଟିଂ ବେଳେ ହାର୍ଟଆଟାକ୍। ବଲିଉଡ୍ ଅଭିନେତା ଶ୍ରେୟସ ତଲପଡେଙ୍କୁ ହୃଦଘାତ । ଫିଲ୍ମର ସୁଟିଂ କରୁଥିବାବେଳେ ହୃଦଘାତ ହୋଇଥିବା ସୂଚନା ମିଳିଛି। ଆକ୍ଟର ଅକ୍ଷୟ କୁମାରଙ୍କ ସହ ‘ୱେଲକମ ଟୁ ଦ ଜଙ୍ଗଲ’ ଫିଲ୍ମର ସୁଟିଂ ସମୟରେ ତାଙ୍କୁ ହୃଦଘାତ ହୋଇଥିବା ଜଣାପଡ଼ିଛି। ସୁଟିଂ ଶେଷ କରିବା ପରେ ସେ ଚେତାଶୂନ୍ୟ ହୋଇ ତଳେ ପଡ଼ି ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ମୁମ୍ବାଇ ବେଲେଭ୍ୟୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହସ୍ପିଟାଲରେ ଆଞ୍ଜିଓପ୍ଲାଷ୍ଟି କରିବା ପରେ ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ତାଙ୍କ ସ୍ବାସ୍ଥ୍ୟବସ୍ଥା ଉପରେ ସ୍ବତନ୍ତ୍ର ଡାକ୍ତରୀ ଦଳ ନଜର ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    96 %
    1.2kmh
    100 %
    Sat
    26 °
    Sun
    27 °
    Mon
    30 °
    Tue
    30 °
    Wed
    25 °

    ସମ୍ବନ୍ଧିତ