Tuesday, October 6, 2026
25.1 C
Odisha

    ଆରମ୍ଭ ହେଲା ମହାପ୍ରଭୁଙ୍କ ଆଡ଼ପ ଦର୍ଶନ

    ଆଗକୁ ପଢନ୍ତୁ

    ପୁରୀ: ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ଆରମ୍ଭ ହୋଇଛି। ସକାଳ ଆଳତି ପରେ ଏଭଳି ଦର୍ଶନ ଆରମ୍ଭ ହୋଇଛି। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି। କଥିତ ଅଛି ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ, ଆଡ଼ପମଣ୍ଡପରେ ଦିନେ ଦର୍ଶନରେ ସେତିକି ଫଳ ମିଳିଥାଏ। ବିଶେଷକରି ଦିନ ଅପେକ୍ଷା ରାତିରେ ଦର୍ଶନ କଲେ ତାର ୧୦ ଗୁଣ ଅଧିକ ପୁଣ୍ୟ ମିଳିଥାଏ। ଆଡ଼ପମଣ୍ଡପରେ ଜଗନ୍ନାଥଙ୍କର ଅବସ୍ଥିତିକୁ ମହାବେଦି ଯୋଗ କୁହାଯାଏ। ଏଥିପାଇଁ ରଥଯାତ୍ରାରେ ଆଡ଼ପମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ସୁଅ ଛୁଟେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.1 ° C
    25.1 °
    25.1 °
    75 %
    0.6kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ