Tuesday, May 19, 2026
41.2 C
Odisha

    ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପାଇଁ ଘୋଷଣା ହେଲା ଭାରତୀୟ ଦଳ

    ଆଗକୁ ପଢନ୍ତୁ

    ମୁମ୍ବାଇ: ଆଫଗାନିସ୍ତାନ ବିପକ୍ଷ ଟି-୨୦ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ରୋହିତ ଶର୍ମା ଏବଂ ବିରାଟ କୋହଲି ଦଳକୁ ଫେରିଛନ୍ତି । ମହମ୍ମଦ ସିରାଜ ଏବଂ ଜଶପ୍ରିତ ବୁମରାଙ୍କୁ ବିଶ୍ରାମ ଦିଆଯାଇଛି । ବିସିସିଆଇ ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି । ଆସନ୍ତା ୧୧ ତାରିଖରୁ ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ଖେଳିବ ଭାରତ । ଟି-୨୦ ବିଶ୍ବକପ ପୂର୍ବରୁ ଏହା ଶେଷ ଟି-୨୦ ସିରିଜ ହୋଇଥିବାରୁ ବେଶ ଗୁରୁତ୍ବପୂର୍ଣ୍ଣ ରହିଛି । ଭାରତୀୟ ଦଳ: ରୋହିତ ଶର୍ମା,ଗିଲ, ଜୟସ୍ବାଲ, ତିଲକ ବର୍ମା, ରିଙ୍କୁ ସିଂ,ଜିତେଶ ଶର୍ମା,ସଞ୍ଜୁ ସାମସନ,ଶିଭମ ଦୁବେ,ଓ୍ବାଶିଂଟନ ସୁନ୍ଦର, ଅକ୍ଷର ପଟେଲ, ରବି ବିଷ୍ଣୋଇ, କଲଦୀପ ଯାଦବ, ଅର୍ଶଦୀପ ସିଂ, ଆଭେସ ଖାନ୍, ମୁକେଶ କୁମାର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    41.2 ° C
    41.2 °
    41.2 °
    17 %
    2.4kmh
    99 %
    Tue
    40 °
    Wed
    45 °
    Thu
    46 °
    Fri
    45 °
    Sat
    45 °

    ସମ୍ବନ୍ଧିତ