Thursday, July 30, 2026
26.2 C
Odisha

    ହେରାପଞ୍ଚମୀ ନୀତି ପରେ ଆରମ୍ଭ ହୋଇଛି ବାହୁଡ଼ା ଯାତ୍ରା ପ୍ରସ୍ତୁତି

    ଆଗକୁ ପଢନ୍ତୁ

    ହେରାପଞ୍ଚମୀ ନୀତି ପରେ ଆରମ୍ଭ ହୋଇଛି ବାହୁଡ଼ା ଯାତ୍ରା ପ୍ରସ୍ତୁତି । କିଛି ସମୟ ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ଆସିବା ପରେ ୩ ରଖର ହେବ ଦକ୍ଷିଣ ମୋଡ଼ । ସେବାୟତ ଓ ପୁଲିସ କର୍ମଚାରୀଙ୍କ ସହାୟତାରେ ରଥ ତିନୋଟିକୁ ଦକ୍ଷିଣ ମୋଡ଼ କରାଯିବ । ଏଥିପାଇଁ ନାକଚଣା ଦ୍ବାର ସମ୍ମୁଖ ଶରଧାବାଲିକୁ ସଫାସୁତୁରା କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସ୍ବତନ୍ତ୍ର ପ୍ରସ୍ତୂତି କରାଯାଇଛି। ପରମ୍ପରା ଅନୁଯାୟୀ ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥକୁ ଦକ୍ଷିଣମୋଡ଼ କରାଯିବ। ଏହାପରେ ବଡ଼ ଠାକୁରଙ୍କ ତାଳଧ୍ବଜ ଓ ନନ୍ଦିଘୋଷକୁ ମଧ୍ୟ ଦକ୍ଷିଣ ମୋଡ଼ କରାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.2 ° C
    26.2 °
    26.2 °
    87 %
    2.5kmh
    100 %
    Thu
    27 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ