Sunday, March 15, 2026
35.6 C
Odisha

    ରାମ ମନ୍ଦିର ଉଦଘାଟନ ଦିନ ଅପରାହ୍ନ ସାଢ଼େ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଏମ୍ସ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ:ଜାନୁଆରୀ ୨୨ ରେ ଅଯୋଧ୍ୟାରେ ଥିବା ଶ୍ରୀ ରାମ ମନ୍ଦିରରେ ଭଗବାନ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଏନେଇ ସମଗ୍ର ଦେଶରେ ଉତ୍ସବର ପରିବେଶ ରହିଛି। ଶନିବାର କେନ୍ଦ୍ର ସରକାର ରାମ ମନ୍ଦିର ଉଦଘାଟନ ଦିନ ଦିଲ୍ଲୀରେ ଅବସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ) କୁ ଅପରାହ୍ନ ଅପରାହ୍ନ ସାଢ଼େ ୨ଟା ପର୍ଯ୍ୟନ୍ତ ୍‌ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାପୂର୍ବରୁ, କେନ୍ଦ୍ର ପକ୍ଷରୁ ସରକାରୀ କାର୍ଯ୍ୟାଳୟ ଏବଂ ଅନୁଷ୍ଠାନ ଗୁଡିକୁ ଜାନୁଆରୀ ୨୨ ରେ ଅଧା ଦିନ ଛୁଟି ଘୋଷଣା କରାଯାଇଥିଲା। କର୍ମଚାରୀଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସରକାର କହିଥିଲେ। କର୍ମଚାରୀମାନେ ସକାଳେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ଦେଖିବାକୁ ଚାହୁଁଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.6 ° C
    35.6 °
    35.6 °
    19 %
    0.1kmh
    6 %
    Sun
    38 °
    Mon
    36 °
    Tue
    38 °
    Wed
    37 °
    Thu
    36 °

    ସମ୍ବନ୍ଧିତ