Friday, January 30, 2026
17.9 C
Odisha

    ଅଜିତ ଡୋଭାଲଙ୍କୁ ପୁଣି ଜାତୀୟ ସୁରକ୍ଷା ପରାମର୍ଶଦାତା, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ପଦ ବଜାୟ ରଖିଲେ ପିକେ ମିଶ୍ର

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ପୁଣି ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା ହେଲେ ଅଜିତ୍ ଡୋଭାଲ୍। ଏଥିସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରମୁଖ ସଚିବ ଭାବେ ପୁଣି କାର୍ଯ୍ୟ ଜାରି ରଖିବେ ଓଡିଆ ପୁଅ ପିକେ ମିଶ୍ର। ଏନେଇ ଆଜି ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି । ଏଥିସହ ଲଗାତାର ୩ୟ ଥର ପାଇଁ ଅଜିତ୍ ଡୋଭାଲ ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା ହେଇଛନ୍ତି । ଅନ୍ୟପଟେ ଓଡିଆ ପୁଅ ତଥା ଅବସରପ୍ରାପ୍ତ ଆଇଏଏସ୍ ଅଫିସର ପିକେ ମିଶ୍ରଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    17.9 ° C
    17.9 °
    17.9 °
    65 %
    2.1kmh
    45 %
    Thu
    17 °
    Fri
    31 °
    Sat
    32 °
    Sun
    32 °
    Mon
    33 °

    ସମ୍ବନ୍ଧିତ