Monday, December 8, 2025
13.6 C
Odisha

    ଅଜିତ ଡୋଭାଲଙ୍କୁ ପୁଣି ଜାତୀୟ ସୁରକ୍ଷା ପରାମର୍ଶଦାତା, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ପଦ ବଜାୟ ରଖିଲେ ପିକେ ମିଶ୍ର

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ପୁଣି ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା ହେଲେ ଅଜିତ୍ ଡୋଭାଲ୍। ଏଥିସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରମୁଖ ସଚିବ ଭାବେ ପୁଣି କାର୍ଯ୍ୟ ଜାରି ରଖିବେ ଓଡିଆ ପୁଅ ପିକେ ମିଶ୍ର। ଏନେଇ ଆଜି ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି । ଏଥିସହ ଲଗାତାର ୩ୟ ଥର ପାଇଁ ଅଜିତ୍ ଡୋଭାଲ ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା ହେଇଛନ୍ତି । ଅନ୍ୟପଟେ ଓଡିଆ ପୁଅ ତଥା ଅବସରପ୍ରାପ୍ତ ଆଇଏଏସ୍ ଅଫିସର ପିକେ ମିଶ୍ରଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    13.6 ° C
    13.6 °
    13.6 °
    39 %
    1.2kmh
    91 %
    Mon
    26 °
    Tue
    26 °
    Wed
    26 °
    Thu
    26 °
    Fri
    26 °

    ସମ୍ବନ୍ଧିତ