Sunday, October 4, 2026
24.3 C
Odisha

    ୟୁପିରେ ରାଜ୍ୟସଭା ଭୋଟ୍‌ ଆରମ୍ଭ: ସମାଜବାଦୀ ପାର୍ଟିର ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଲେ ମନୋଜ ପାଣ୍ଡେ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଦେଶର ୧୫ଟି ରାଜ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ୫୬ଟି ରାଜ୍ୟସଭା ଆସନରେ ନୂଆ ସଦସ୍ୟ ମିିଳିବେ, ସେଥିମଧ୍ୟରୁ ୪୧ଟି ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇସାରିଛି। ଅବଶିଷ୍ଟ ୧୫ଟି ଆସନ ପାଇଁ ଆଜି ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ମତଦାନ ହେବ। ଏହାପରେ ଅପରାହ୍ନ ୫ଟାରୁ ଭୋଟ ଗଣତି ଆରମ୍ଭ ହୋଇ ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ଫଳାଫଳ ପ୍ରକାଶ ପାଇବ। ରାଜ୍ୟସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ମତଦାନ ମଧ୍ୟରେ ଅଖିଳେଶ ଯାଦବଙ୍କ ଦଳ ସମାଜବାଦୀ ପାର୍ଟିର ବିଧାୟକ ମନୋଜ ପାଣ୍ଡେ ଦଳର ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ