Tuesday, September 15, 2026
29 C
Odisha

    ୨୧ରେ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତା ୨୧ ତାରିଖରେ ବସିବ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବୈଠକ। ସେହି ଦିନ ପୂର୍ବାହ୍ନ ୧୧ଟାରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ବଜେଟ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ସହଯୋଗ ଲୋଡ଼ିବେ ବାଚସ୍ପତି। ବୈଠକ ପୂର୍ବରୁ ନିଯୁକ୍ତ ହେବେ ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପ ମୁଖ୍ୟ ସଚେତକ। ସେହିପରି ଆସନ୍ତା ୨୩ ତାରିଖରେ ଉପ ବାଚସ୍ପତି ପଦ ଲାଗି ନାମାଙ୍କନ ହେବ। ସେହିଦିନ ୧୨ଟା ସୁଦ୍ଧା ନାମାଙ୍କନ ଦାଖଲ ହେବ ଏବଂ ୨୪ ତାରିଖରେ ଫଳାଫଳ ଘୋଷଣା କରାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29 ° C
    29 °
    29 °
    69 %
    1.5kmh
    12 %
    Tue
    31 °
    Wed
    31 °
    Thu
    31 °
    Fri
    30 °
    Sat
    30 °

    ସମ୍ବନ୍ଧିତ