Friday, October 16, 2026
28.4 C
Odisha

    ୨୬ରୁ ବିଧାନସଭା ଅଧିବେଶନ, ୨୫ରେ ସର୍ବଦଳୀୟ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତା ୨୬ ତାରିଖଠାରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସର୍ବଦଳୀୟ ବୈଠକ ୨୫ ତାରିଖ ଦିନ ଅନୁଷ୍ଠିତ ହେବ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏହି ଅଧିବେଶନ ୩୧ ତାରିଖ ଯାଏ ଚାଲିବ। ଏହି ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ବାଚସ୍ପତି ସମସ୍ତଙ୍କର ସହଯୋଗ ଲୋଡ଼ିବେ।ଏଣେ ଏଥର ଅଧିବେଶନ ସରଗରମ ହେବାର ସମ୍ଭାବନା ରହିଛି। ଉଭୟ ବିରୋଧୀ ଓ ଶାସକ ମୁହାଁମୁହିଁ ହୋଇପାରନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    28.4 ° C
    28.4 °
    28.4 °
    68 %
    1.9kmh
    31 %
    Fri
    29 °
    Sat
    28 °
    Sun
    27 °
    Mon
    30 °
    Tue
    30 °

    ସମ୍ବନ୍ଧିତ