Sunday, February 22, 2026
21.2 C
Odisha

    ୫-ଟି ଅଧ୍ୟକ୍ଷଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହାର, ୭ଦିନ ଭିତରେ ଦାବି ପୂରଣ ପାଇଁ ପ୍ରତିଶ୍ରୁତି

    ଆଗକୁ ପଢନ୍ତୁ

    ସ୍ଥଗିତ ହେଲା ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ । ଫାଇଭ-ଟି ଅଧ୍ୟକ୍ଷଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହାର ନିଷ୍ପତି ନେଇଛନ୍ତି । ୭ଦିନ ଭିତରେ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରତ୍ୟାହାର କରାଯାଇଛି ।
    ଗ୍ରେଡ ପେ’ ଓ ଦରମା ବୃଦ୍ଧି ଦାବିରେ ଆଜିଠୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନେଇଥିଲେ ଅମଲା । ୧୯୦୦ ଟଙ୍କା ଗ୍ରେଡ ପେ ବଦଳରେ ୪୨୦୦ ଟଙ୍କା ଗ୍ରେଡ ପେ ଦରମା ପାଇଁ ଦାବି କରୁଛନ୍ତି ଅମଲା । ଏଥିପାଇଁ ପୂର୍ବରୁ ଜୁନ୍ ମାସରେ ମଧ୍ୟ ଆନ୍ଦୋଳନ କରିଥିଲେ ଅମଲା । ସେତେବେଳେ ଅମଲାଙ୍କ ଦାବି ଶୀଘ୍ର ସରକାର ପୂରଣ କରିବେ ବୋଲି କୁହାଯାଇଥିଲା । କିନ୍ତୁ ସରକାରଙ୍କ ଅସ୍ପଷ୍ଟ ନୀତି ପାଇଁ ପୁଣିଥରେ କାର୍ଯ୍ୟବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲେ ଅମଲା ସଂଘ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.2 ° C
    21.2 °
    21.2 °
    42 %
    1.9kmh
    67 %
    Sat
    21 °
    Sun
    34 °
    Mon
    35 °
    Tue
    34 °
    Wed
    34 °

    ସମ୍ବନ୍ଧିତ