Wednesday, July 29, 2026
23.9 C
Odisha

    କୋରାପୁଟରେ ପୁଣି ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ

    ଆଗକୁ ପଢନ୍ତୁ

    କୋରାପୁଟ,୨୮।୬: ଡିପ୍‌ଥେରିଆ, ଜଣ୍ଡିସ୍‌ ପରେ ରାଜ୍ୟରେ ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ ହେବା ସ୍ବାସ୍ଥ୍ୟ ବିଭାଗର ମୁଣ୍ଡବିନ୍ଧାର କାରଣ ହୋଇଛି। ଶୁକ୍ରବାର କୋରାପୁଟ ଜିଲା ପଡ଼େଇଗୁଡ଼ା ଗାଁରେ ୨ ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସିଡିଏମ୍‌ଓଙ୍କ ଅଫିସ ପକ୍ଷରୁ ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ, ମେଡିକାଲ ଟିମ୍‌ ପକ୍ଷରୁ ୬ ଜଣଙ୍କ ରକ୍ତ ନମୂନା ପରୀକ୍ଷା ପାଇଁ ପଠାଯାଇଥିଲା। ସେମାନଙ୍କ ମଧ୍ୟରୁ ୨ଜଣ ଆନ୍ଥ୍ରାକ୍ସରେ ଆକ୍ରାନ୍ତ ଥିବା ଚିହ୍ନଟ ହୋଇଛନ୍ତି। ୨ ଆକ୍ରାନ୍ତଙ୍କୁ ଆଇସୋଲେଶନରେ ରହିବାକୁ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    23.9 ° C
    23.9 °
    23.9 °
    98 %
    3kmh
    96 %
    Wed
    25 °
    Thu
    30 °
    Fri
    30 °
    Sat
    29 °
    Sun
    31 °

    ସମ୍ବନ୍ଧିତ