Sunday, June 7, 2026
27.8 C
Odisha

    ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ ହୋଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଏକ ଟିମ୍ ଗୁରୁବାର ସନ୍ଧ୍ୟାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘରେ ରେଡ କରିଥିବା ବେଳେ ପ୍ରାୟ ଦୁଇ ଘଣ୍ଟା ପରେ ତାଙ୍କୁ ଗିରଫ କରିଛି।
    ଅବକାରୀ ଦୁର୍ନୀତି ସହ ଜଡ଼ିତ ମାମଲାରେ ଇଡି ଟିମ୍ ସର୍ଚ୍ଚ ଓ୍ବାରେଣ୍ଟ୍ ସହ କେଜ୍ରିୱାଲଙ୍କ ବାସଭବନରେ ଗୁରୁବାର ସନ୍ଧ୍ୟରେ ପହଞ୍ଚି ପଚରା ଉଚୁରା କରୁଥିଲା। ଦୁଇ ଘଣ୍ଟାର ଜେରା ପରେ ଇଡିର ଅଧିକାରୀମାନେ କେଜ୍ରିୱାଲଙ୍କୁ ଗିରଫ କରିଛନ୍ତି। ଗିରଫ ପରେ ତାଙ୍କୁ ଇଡି ତା’ର ମୁଖ୍ୟାଳୟକୁ ନେଇଛି। ଗିରଫ ପୂର୍ବରୁ ଇଡି ଅରବିନ୍ଦ କେଜ୍ରିୱାଲଙ୍କ ମୋବାଇଲ ଫୋନ ଜବତ କରିଥିଲା । ଇଡି କହିଛି କି, ଜେରା ବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଯାଂଚ ଟିମକୁ ସହଯୋଗ କରି ନଥିଲେ । ଯାହା ପରେ ଇଡି ତାଙ୍କୁ ଗିରଫ କରି ହେପାଜତକୁ ନେଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.8 ° C
    27.8 °
    27.8 °
    77 %
    1.7kmh
    99 %
    Sun
    41 °
    Mon
    44 °
    Tue
    44 °
    Wed
    44 °
    Thu
    41 °

    ସମ୍ବନ୍ଧିତ