Wednesday, April 8, 2026
22.9 C
Odisha

    ଓପିଏସସିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ବ ଗ୍ରହଣ କରିଲେ ଅରୁଣ ଷଡ଼ଙ୍ଗୀ

    ଆଗକୁ ପଢନ୍ତୁ

    କଟକ: ଓପିଏସସିର ନୂତନ ଅଧ୍ୟକ୍ଷ ଭାବେ ପୂର୍ବତନ ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ ଦାୟିତ୍ବ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଶ୍ରୀ ଷଡ଼ଙ୍ଗୀଙ୍କୁ ୬ ବର୍ଷ ପାଇଁ ଏହି ନିଯୁକ୍ତି ଦିଆଯାଇଥିବା ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।ରାଜ୍ୟ ପୁଲିସ ବିଭାଗର ଅନ୍ୟତମ ଦକ୍ଷ ଅଧିକାରୀ ଶ୍ରୀ ଷଡ଼ଙ୍ଗୀ ବିଜୁ ପଟ୍ଟନାୟକ ପୁଲିସ ଏକାଡେମୀର ନିର୍ଦ୍ଦେଶକ ଥିଲେ। ଏହା ପୂର୍ବରୁ ସେ ପୁଲିସ୍ ମହାନିର୍ଦ୍ଦେଶକ (ଡିଜିପି) ଦାୟିତ୍ୱରେ ଥିଲେ। ସେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.9 ° C
    22.9 °
    22.9 °
    85 %
    1.8kmh
    18 %
    Wed
    38 °
    Thu
    37 °
    Fri
    39 °
    Sat
    39 °
    Sun
    40 °

    ସମ୍ବନ୍ଧିତ