Sunday, May 31, 2026
35.2 C
Odisha

    ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ, କଲେଜ ନିର୍ବାଚନ ପ୍ରସଙ୍ଗକୁ ନେଇ କଂଗ୍ରେସର ହୋହାଲ୍ଲା

    ଆଗକୁ ପଢନ୍ତୁ

    ଆରମ୍ଭରୁ ଗୃହ ମୁଲତବୀ । ବିଧାନସଭାରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହୋଇଥିଲା କିନ୍ତୁ, ଆରମ୍ଭରୁ କଲେଜ ନିର୍ବାଚନ ପ୍ରସଙ୍ଗକୁ ନେଇ କଂଗ୍ରେସ ବିଧାୟକମାନେ ଗୃହରେ ହୋହାଲ୍ଲା କରିବା ସହ ଜୋରଦାର ପ୍ରତିବାଦ କରିଥିଲେ । ପରେ ପରେ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ବି ଉଠାଇଥିଲା ବିଜେଡି । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ୧୧. ୪୧ ଯାଏଁ ଗୃହ ମୂଲତବୀ ଘୋଷଣା କରିଥିଲେ ବାଚସ୍ପତି । ଏହାପରେ ପୁନଃ ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲଲେ ପୁନର୍ବାର ଉପରୋକ୍ତ ପ୍ରସଙ୍ଗକୁ ଉଠାଇ ହୋହାଲ୍ଲା କରିଥିଲେ କଂଗ୍ରେସ ବିଧାୟକ । ଏହାପରେ ବାଧ୍ୟ ହୋଇ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ଗୃହ ମୂଲତବୀ ଘୋଷଣା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    35.2 ° C
    35.2 °
    35.2 °
    41 %
    1.9kmh
    56 %
    Sun
    37 °
    Mon
    40 °
    Tue
    41 °
    Wed
    43 °
    Thu
    44 °

    ସମ୍ବନ୍ଧିତ