Sunday, March 22, 2026
28.1 C
Odisha

    ସହକାରୀ କମିସନର ବିନୟ ଭୂଷଣ ତ୍ରିପାଠୀ ଗିରଫ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଯାଜପୁର ସିଟି ଆଣ୍ଡ ଜିଏସଟି ଏନଫୋର୍ସମେଣ୍ଟ ସହକାରୀ କମିସନର ବିନୟ ଭୂଷଣ ତ୍ରିପାଠୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ସରକାରୀ ଟିକସ ହେରଫେର ଅଭିଯୋଗରେ ତାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ପ୍ରାୟ ୫ ଲକ୍ଷ ୮୫ ହଜାର ଟଙ୍କାର ରାଜସ୍ବ ହେରଫେର କରିଥିବା ଜଣାପଡ଼ିବା ପରେ ଛାନଭିନ କରିଥିଲା ଭିଜିଲାନ୍ସ ଟିମ୍। ଭୁବନେଶ୍ୱର ଓ ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ହୋଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.1 ° C
    28.1 °
    28.1 °
    30 %
    1.7kmh
    66 %
    Sun
    33 °
    Mon
    34 °
    Tue
    37 °
    Wed
    38 °
    Thu
    40 °

    ସମ୍ବନ୍ଧିତ