Sunday, September 27, 2026
21.7 C
Odisha

    ବାଲେଶ୍ୱର ଲୋକସଭା ଆସନରୁ ଲଢ଼ିବେନି କେନ୍ଦ୍ର ରେଳମନ୍ତ୍ରୀ

    ଆଗକୁ ପଢନ୍ତୁ

    ବାଲେଶ୍ୱର: ବେଶ କିଛି ଦିନ ଧରି ଚର୍ଚ୍ଚା ହେଉଥିଲା ଯେ ବାଲେଶ୍ୱର ଲୋକସଭା ଆସନରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବିଜେପି ପ୍ରାର୍ଥୀ ହୋଇପାରନ୍ତି। ହେଲେ ସେଭଳି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ନିଜେ ଅଶ୍ୱିନୀ ବୈଷ୍ଣବ। ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ବାଲେଶ୍ୱର ଲୋକସଭା ଆସନରୁ ଲଢ଼ିବେନି କେନ୍ଦ୍ର ରେଳମନ୍ତ୍ରୀ। ଘନ ଘନ ବାଲେଶ୍ୱର ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ଅଶ୍ୱିନୀ। ଏହାକୁ ଦୃଷ୍ଟିରେ ରଖି ଚର୍ଚ୍ଚା ହେଉଥିଲା ବାଲେଶ୍ୱର ଲୋକସଭା ଆସନରୁ ନିର୍ବାଚନ ଲଢିପାରନ୍ତି ଏହି ରାଜ୍ୟସଭା ସାଂସଦ। ହେଲେ ଏହି ଚର୍ଚ୍ଚାରେ ପୂର୍ଣ୍ଣଛେଦ ପକାଇ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି, ମୁଁ ନୁହେଁ, ନନା ଅଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    21.7 ° C
    21.7 °
    21.7 °
    96 %
    1.3kmh
    39 %
    Sun
    29 °
    Mon
    30 °
    Tue
    30 °
    Wed
    30 °
    Thu
    31 °

    ସମ୍ବନ୍ଧିତ