Wednesday, August 19, 2026
27.6 C
Odisha

    ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା, ଜାଣନ୍ତୁ କାହାକୁ ମିଳିବ ଫାଇଦା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଓଡ଼ିଶାରେ ବିଜେପି ସରକାର ଗଢିଲେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସମସ୍ତ ଲାଭାର୍ଥିମାନେ ଏହି ଆୟୁଷ୍ମାନ ଭାରତ ଯୋଜନାର ଲାଭ ପାଇବେ। ଏନେଇ ନିର୍ବାଚନ ପୂର୍ବରୁ ରାଜ୍ୟ ଭାଜପା ସଭାପତି ଘୋଷଣା କରିଥିଲେ । ସେପଟେ ଓଡ଼ିଶାରେ ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବନ୍ଦ ହୋଇଯିବ । ଏହି ଯୋଜନା ଅଧୀନରେ ଯୋଜନାରେ ବାର୍ଷିକ ୯୬.୫ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ୫ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ପାଇପାରନ୍ତି ବୋଲି କୁହାଯାଉଛି। ଭାଜପା ସରକାରକୁ ଆସିଲେ ରାଜ୍ୟରେ ଅନ୍ୟ ସମସ୍ତ ଯୋଜନା ଭଳି ଆୟୁଷ୍ମାନ ଭାରତ ଲାଗୁ କରାଯିବା ନେଇ ପ୍ରତିଶ୍ରୁତି ଦିଆଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.6 ° C
    27.6 °
    27.6 °
    77 %
    4.4kmh
    62 %
    Wed
    29 °
    Thu
    27 °
    Fri
    29 °
    Sat
    26 °
    Sun
    28 °

    ସମ୍ବନ୍ଧିତ