Friday, August 28, 2026
24.4 C
Odisha

    ଆସନ୍ତା ସୋମବାର ରାଜ୍ୟରେ ସମସ୍ତ ବ୍ୟାଙ୍କ ବନ୍ଦ ରହିବ

    ଆଗକୁ ପଢନ୍ତୁ

    ଭୁବ‌ନେଶ୍ବର: ଆସନ୍ତା ସୋମବାର(ସେପ୍ଟେମ୍ବର ୯ ତାରିଖ) ଓଡ଼ିଶାରେ ସମସ୍ତ ବ୍ୟାଙ୍କ ବନ୍ଦ ରହିବ। ଏଥିସହିତ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ୍ ସଂସ୍ଥା ମଧ୍ୟ ବନ୍ଦ ରହିବ। ଏ ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି।

    ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳିତ ହେଉଥିବାରୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା ସରକାର କିଛି ଦିନ ପୂର୍ବରୁ ନୂଆଁଖାଇ ପାଇଁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଥିଲେ। ଚଳିତ ବର୍ଷ ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପଡୁଥିବା ସତ୍ତ୍ବେ ୯ ତାରିଖକୁ ସରକାର ଛୁଟି ଘୋଷଣା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    24.4 ° C
    24.4 °
    24.4 °
    94 %
    1.7kmh
    50 %
    Fri
    30 °
    Sat
    30 °
    Sun
    27 °
    Mon
    27 °
    Tue
    23 °

    ସମ୍ବନ୍ଧିତ