Sunday, October 4, 2026
29.6 C
Odisha

    କଂଗ୍ରେସରୁ ଇସ୍ତଫା ଦେଲେ ବାପି ସର୍ଖେଲ

    ଆଗକୁ ପଢନ୍ତୁ

    ପାରାଦ୍ବୀପ: କଂ‌ଗ୍ରେସ ନେତା ବାପି ସର୍ଖେଲ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି।
    କିଛି ଦିନ ତଳେ ବାପିଙ୍କ ସ୍ତ୍ରୀ ମନିଦୀପା ବିଜେଡ଼ିରେ ଯୋଗ ଦେଇଥିଲେ। ଏବେ ବାପି କେଉଁ ଦଳରେ ଯୋଗଦେବେ ସେ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ବାପି କହିଛନ୍ତି ମୁଁ ପାରାଦ୍ବୀପର ଶ୍ରମିକଙ୍କ ଉନ୍ନତି ପାଇଁ କାର୍ଯ୍ୟ କରିବାକୁ ରାଜନୀତିରୁ ଇସ୍ତିଫା ଦେଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ