Friday, April 3, 2026
39 C
Odisha

    ବାପା ଯାଇଛି ଦାଦନ ଖଟିବାକୁ ,ଝିଅ ଥିଲା ମାମୁଁ ଘରେ…

    ଆଗକୁ ପଢନ୍ତୁ

    ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅନ୍ତର୍ଗତ ଫିରିଙ୍ଗିମାଲ ଗ୍ରାମରୁ ସୋମବାର ସକାଳେ ଏକ ଲୋମ ଟାଙ୍କୁରା ଘଟଣା ଘଟିଛି। ଜଣେ ୧୩ ବର୍ଷୀୟା ନାବାଳିକା ଘରଠାରୁ ଅନତିଦୂରରେ ରହିଥିବା ଖେଳପଡ଼ିଆ ମଝିରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଗାଇସିଲେଟ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ଥିଲେ ଏବେ ବରଗଡ଼ କୁ ଆଣୁଛନ୍ତି ହେଲେ ବରଗଡ଼ ଡ଼ାକ୍ତର ଖନା ଅବସ୍ଥା ନ କହିବା ଭଲ । ତେବେ ଆତ୍ମହତ୍ୟା ଉଦ୍ୟମର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ନାବାଳିକା ଜଣକ ନିଜ ମାମୁ ଘରେ ରହୁଥିବା ବେଳେ ତାଙ୍କ ବାପା ଦାଦନ ଖଟିବାକୁ ରାଜ୍ୟ ବାହାରକୁ ଯାଇଥିବା ସୂଚନା ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    18 %
    4.1kmh
    1 %
    Fri
    40 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ