Saturday, March 21, 2026
19.7 C
Odisha

    ବିଜେଡ଼ିରେ ବର୍ଷା

    ଆଗକୁ ପଢନ୍ତୁ

    ଭୂବନେଶ୍ବର: ବିଜେଡ଼ିରେ ଅଭିନେତ୍ରୀ ବର୍ଷା ପ୍ରୀୟଦର୍ଶିନୀ ଯୋଗଦେଇଛନ୍ତି। ଗୁରୁବାର ଅପରାହ୍ନରେ ଶଙ୍ଖ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି।

    ବିଜେଡି ଏମ୍‌ପି ସସ୍ମିତ ପାତ୍ର ଏବଂ ମୁଖପାତ୍ର ପ୍ରିୟବ୍ରତ ମାଝି ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଛନ୍ତି। ବିଜେଡିରେ ଯୋଗ ଦେବା ପରେ ବର୍ଷା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ଜଣେ ଅପ୍ରତିଦ୍ୱନ୍ଦ୍ୱୀ ନେତା ବୋଲି ସେ କହିଛନ୍ତି। ସେ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇନ୍ତି।

    ସୂଚନାଯୋଗ୍ୟ, ଗତ ୨୦୧୯ ବିଧାନସଭା ନିର୍ବାଚନରେ ବର୍ଷା ବିଜେଡିର ଷ୍ଟାର କ୍ୟାମ୍ପନର୍‌ ଥିଲେ। ଯଦିଓ ସେ ଦଳରେ ଯୋଗ ଦେଇ ନ ଥିଲେ କିନ୍ତୁ ସେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜଣେ ବଡ ସମର୍ଥକ ଭାବେ ଜଣାଶୁଣା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    79 %
    0.7kmh
    99 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    37 °

    ସମ୍ବନ୍ଧିତ