Tuesday, February 24, 2026
23.1 C
Odisha

    ଓଡିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଭକ୍ତ ଦାସଙ୍କ ଇସ୍ତଫା

    ଆଗକୁ ପଢନ୍ତୁ

    ଓଡିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ । ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଦଳ ଛାଡିଥିବା କାରଣ ଦର୍ଶାଇ କଂଗ୍ରେସ ଅଧ୍ୟକ୍ଷଙ୍କୁ ଚିଠି ଲେଖି ପଦ ଛାଡିଲେ ଭକ୍ତ । ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ  ଭକ୍ତ ଦାସଙ୍କୁ ନିଯୁକ୍ତ କରିଥିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ  ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.1 ° C
    23.1 °
    23.1 °
    36 %
    1.6kmh
    100 %
    Mon
    22 °
    Tue
    34 °
    Wed
    33 °
    Thu
    35 °
    Fri
    36 °

    ସମ୍ବନ୍ଧିତ