Thursday, April 2, 2026
25.4 C
Odisha

    ଚୌଧୁରୀ ଚରଣ ସିଂହ ଓ ନରସିହ୍ମା ରାଓ ଏବଂ ବୈଜ୍ଞାନିକ ଏମ୍.ଏସ୍ ସ୍ୱାମୀନାଥନଙ୍କୁ ମିଳିବ ‘ଭାରତ ରତ୍ନ’

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିହ୍ମା ରାଓ ଓ ଚୌଧୁରୀ ଚରଣ ସିଂଙ୍କୁ ମିଳିବ ଭାରତ ରତ୍ନ । ସେହିପରି ସବୁଜ ବିପ୍ଲବର ଜନକ ଏମଏସ ସ୍ୱାମୀନାଥନଙ୍କୁ ଭାରତ ରତ୍ନ ମିଳିବ । ଏନେଇ ଏକ୍ସରେ ଟ୍ବିଟ୍ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେବା ପାଇଁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ ନେଇ ଆଜି କେନ୍ଦ୍ର ସରକାର ଏହି ତିନି ଜଣ ମହାନ ବ୍ୟକ୍ତିତ୍ୱଙ୍କ ନାମ ଘୋଷଣା କରିଛନ୍ତି। ପୂର୍ବରୁ ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜ ସେବୀ କର୍ପୂରୀ ଠାକୁର ଏବଂ ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କରିବା ନେଇ ଘୋଷଣା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.4 ° C
    25.4 °
    25.4 °
    49 %
    1.5kmh
    0 %
    Thu
    40 °
    Fri
    41 °
    Sat
    39 °
    Sun
    38 °
    Mon
    34 °

    ସମ୍ବନ୍ଧିତ