Tuesday, September 22, 2026
23.6 C
Odisha

    ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ମେଗା ରୋଡ ଶୋ’

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭୁବନେଶ୍ୱର ଏକାମ୍ରରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ମେଗା ରୋଡ ଶୋ’ । ମୁଖ୍ୟମନ୍ତ୍ରୀଙ୍କ ମେଗା ରୋଡ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି। ଭୁବନେଶ୍ୱର ରାଜରାସ୍ଥା ପାଲଟିଲା ଜନ ସମୁଦ୍ର। ଏହି ରୋଡ ଶୋ’ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଚାରିଥିଲେ ଆପଣମାନେ ଖୁସି ତ ? ଆପଣଙ୍କୁ ଆଉ ବିଜୁଳି ବିଲ୍ ଦେବାକୁ ପଡ଼ିବନାହିଁ, ଆପଣ ଖୁସି ତ ବୋଲି ପଚାରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    23.6 ° C
    23.6 °
    23.6 °
    96 %
    1.5kmh
    100 %
    Tue
    26 °
    Wed
    26 °
    Thu
    25 °
    Fri
    28 °
    Sat
    26 °

    ସମ୍ବନ୍ଧିତ