Monday, April 6, 2026
31.8 C
Odisha

    ମାସକ ଭିତରେ ମୁକୁଳା ଡ୍ରେନ ଉପରେ ପଡ଼ିବ ସ୍ଲାବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମାସକ ଭିତରେ ମୁକୁଳା ଡ୍ରେନ ଉପରେ ପଡ଼ିବ ସ୍ଲାବ। ସପ୍ତାହକ ଭିତରେ ସରିବ ଡ୍ରେନ ବାରିକେଡ କାମ। ଭୁବନେଶ୍ଵର ସହରରେ ମୋଟ ୧୮୦୦ କିଲୋମିଟର ଡ୍ରେନ ରହିଛି । ସେଥିରୁ BMC ଅଧୀନରେ ୧୩୮୦ କିଲୋମିଟର ଡ୍ରେନ ଅଛି। ଏହା ଭିତରୁ ୨୭ କିଲୋମିଟର ମୁକୁଳା ଡ୍ରେନ ରହିଛି । ସବୁ ମୁକୁଳା ଡ୍ରେନ ଚିହ୍ନଟ ହୋଇଛି । ଯୁଦ୍ଧକାଳୀନ ଭିତ୍ତିରେ ସ୍ଲାବ୍ କାମ ସରିବ । କିଛି ସ୍ଥାନରେ ଡ୍ରେନ ଉପରେ ଜବରଦଖଲ ରହିଛି । ବିଭିନ୍ନ ବିଭାଗ ସହ ସମନ୍ଵୟ ବୈଠକ କରାଯାଇ ଜବରଦଖଲ ଉଛେଦ ପାଇଁ ପଦକ୍ଷେପ ନିଆଯାଉଛି । ବ୍ୟାରିକେଡ଼ ପାଇଁ ୩୪ଟି ସ୍ଥାନ ଚିହ୍ନଟ ହୋଇଛି । ସପ୍ତାହକ ଭିତରେ ଏସବୁ ସ୍ଥାନରେ ବ୍ୟାରିକେଡ଼ ଲାଗିବ ବୋଲି ବିଏମସି କମିଶନର ରାଜେଶ ପ୍ରଭାକର ପାଟିଲ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.8 ° C
    31.8 °
    31.8 °
    38 %
    6kmh
    61 %
    Mon
    30 °
    Tue
    37 °
    Wed
    39 °
    Thu
    39 °
    Fri
    39 °

    ସମ୍ବନ୍ଧିତ