Monday, November 17, 2025
25.2 C
Odisha

    ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ମେଗା ରୋଡ ଶୋ’

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭୁବନେଶ୍ୱର ଏକାମ୍ରରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ମେଗା ରୋଡ ଶୋ’ । ମୁଖ୍ୟମନ୍ତ୍ରୀଙ୍କ ମେଗା ରୋଡ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି। ଭୁବନେଶ୍ୱର ରାଜରାସ୍ଥା ପାଲଟିଲା ଜନ ସମୁଦ୍ର। ଏହି ରୋଡ ଶୋ’ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଚାରିଥିଲେ ଆପଣମାନେ ଖୁସି ତ ? ଆପଣଙ୍କୁ ଆଉ ବିଜୁଳି ବିଲ୍ ଦେବାକୁ ପଡ଼ିବନାହିଁ, ଆପଣ ଖୁସି ତ ବୋଲି ପଚାରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.2 ° C
    25.2 °
    25.2 °
    36 %
    1.8kmh
    0 %
    Mon
    25 °
    Tue
    25 °
    Wed
    27 °
    Thu
    27 °
    Fri
    29 °

    ସମ୍ବନ୍ଧିତ