Sunday, March 15, 2026
24.4 C
Odisha

    ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଫେବୃଆରୀ ୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା । ବିଧାନସଭା ଅଧିବେଶନ ନେଇ ରାଜ୍ୟପାଳଙ୍କ ଅନୁମୋଦନ ମିଳିଛି। ବିଧାନସଭାରେ ରହିଛି ୭ଟି କାର୍ଯ୍ୟଦିବସ । ୫ ତାରିଖରେ ରାଜ୍ୟପାଳ ଅଭିଭାଷଣ ରଖିବେ । ୬ ଓ ୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଗୃହରେ ଆଲୋଚନା କରାଯିବ। ୮ ତାରିଖରେ ୨୦୨୪ -୨୫ ଆର୍ଥିକ ବର୍ଷ ପାଇଁ ଆଗତ ହେବ ବଜେଟ୍। ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ସେହିଦିନ ଲେଖାନୁଦାନ ପାଇଁ ବି ପ୍ରସ୍ତାବ ଆସିବ । ୯ ତାରିଖରେ ଲେଖାନୁଦାନ ବ୍ୟୟ ମଞ୍ଜୁରୀ ବିଲ୍ ଗୃହରେ ପାରିତ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    60 %
    2.6kmh
    0 %
    Sat
    25 °
    Sun
    38 °
    Mon
    37 °
    Tue
    38 °
    Wed
    38 °

    ସମ୍ବନ୍ଧିତ