Sunday, October 4, 2026
21.8 C
Odisha

    ବିଜେପି ଟିକେଟ ଫେରାଇଦେଲେ ପୱନ ସିଂ

    ଆଗକୁ ପଢନ୍ତୁ

    ପାଟଣା: ଭୋଜପୁରୀ ଅଭିନେତା ପୱନ ସିଂ ବଙ୍ଗଳାର ଆସାନସୋଲ ଲୋକସଭା ଆସନରୁ ନିର୍ବାଚନ ଲଢିବାକୁ ମନା କରି ଦେଇଛନ୍ତି। ଶନିବାର ସନ୍ଧ୍ୟାରେ ଲୋକସଭା ନିର୍ବାଚନ ପାଇଁ ବିଜେପି ଏହାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଥିଲା। ଏହି ତାଲିକାରେ ବିଜେପି ଭୋଜପୁରୀ ଗାୟକ ତଥା ଅଭିନେତା ପୱନ ସିଂଙ୍କୁ ଆସାନସୋଲ ଆସନରୁ ପ୍ରାର୍ଥୀ କରିଥିଲା। କିନ୍ତୁ ଆଜି ପୱନ ସିଂ ଏହି ଆସନରୁ ନିର୍ବାଚନ ଲଢିବେ ନାହିଁ ବୋଲି ମନା କରିଦେଇଛନନ୍ତି। ରବିବାର ପୱନ ସିଂ ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରିଛନ୍ତି ଏବଂ ଆସାନସୋଲରୁ ନିର୍ବାଚନ ଲଢିବେ ନାହିଁ ବୋଲି ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ‘ମୁଁ ବିଜେପିର ଶୀର୍ଷ ନେତୃତ୍ୱକୁ ମୋର ହୃଦୟରୁ କୃତଜ୍ଞତା ଜଣାଉଛି। ଦଳ ମୋତେ ବିଶ୍ୱାସ କରି ଆସାନସୋଲରୁ ପ୍ରାର୍ଥୀ ଘୋଷଣା କଲା, କିନ୍ତୁ କୌଣସି କାରଣରୁ ମୁଁ ଆସାନସୋଲରୁ ପ୍ରତିଦ୍ୱନ୍ଦ୍ୱିତା କରିପାରିବି ନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.8 ° C
    21.8 °
    21.8 °
    75 %
    1.3kmh
    1 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ