Friday, April 17, 2026
37.6 C
Odisha

    ବିଲକିସ ବାନୋ ଗଣ ଦୁଷ୍କର୍ମ ମାମଲା: ଗୁଜରାଟ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

    ଆଗକୁ ପଢନ୍ତୁ

    ଗୁଜରାଟ: ବିଲକିସ ବାନୋ ଗଣଦୁଷ୍କର୍ମ ମାମଲାରେ ସୁପ୍ରିମକୋର୍ଟ ଙ୍କ ବଡ଼ ରାୟ। ଗୁଜରାଟ ସରକାରଙ୍କ ନିଷ୍ପତ୍ତିକୁ ଖାରଜ କଲେ ସୁପ୍ରିମ କୋର୍ଟ। ଏଭଳି ନିଷ୍ପତ୍ତି ନେବା ଅଧିକାର ରାଜ୍ୟ ସରକାରଙ୍କର ନାହିଁ ବୋଲି କହିଛନ୍ତି ସୁପ୍ରିମ କୋର୍ଟ । ସମସ୍ତ ୧୧ ଦୋଷୀ ଜେଲ୍ ଫେରିବେ। ୨୦୦୨ ଗୁଜରାଟ ଦଙ୍ଗା ବେଳେ ଅତି ଜଘନ୍ୟ ଭାବେ ବିଲକିସ ବାନୋଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ବେଳେ ତାଙ୍କ ପୁରା ପରିବାରକୁ ହତ୍ୟା କରାଯାଇଥିଲା । ଏହି ମାମଲାରେ ୧୧ଜଣ ଦୋଷୀ ସାବ୍ୟସ୍ତ ହୋଇ ୧୪ ବର୍ଷ ଜେଲରେ ରହିବା ପରେ ଗୁଜୁରାଟ ସରକାରଙ୍କ ନିଷ୍ପତ୍ତିରେ ସେମାନଙ୍କୁ ମୁକ୍ତ କରାଯାଇଥିଲା । ଏହି ମାମଲା ଉପରେ ଆଜି ସୁପ୍ରିମକୋର୍ଟ ରାୟ ଶୁଣାଇ ୧୧ ଦୋଷୀଙ୍କୁ ଜେଲ୍ ଫେରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.6 ° C
    37.6 °
    37.6 °
    21 %
    2.1kmh
    0 %
    Fri
    42 °
    Sat
    43 °
    Sun
    43 °
    Mon
    44 °
    Tue
    43 °

    ସମ୍ବନ୍ଧିତ