Sunday, October 4, 2026
29.6 C
Odisha

    ଭୁବନେଶ୍ୱରରେ ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଆଜି ସେ କୃଷି ଭବନ ପରିଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ଓଡ଼ିଶା ସରକାର। ଯାହାଦ୍ୱାରା କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟ ବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା।ତେବେ ବିଲ୍ ଗେଟ୍ସଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ତାଙ୍କ ପ୍ରତିନିଧି ଦଳ ସୋମବାର ସମୀକ୍ଷା କରିଥିଲେ। ବିଲ ଗେଟ୍ସଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ