Sunday, March 1, 2026
21.5 C
Odisha

    ବିଜେଡିରେ ମିଶିଲେ ବିଜୟ ମହାପାତ୍ରଙ୍କ ପୁଅ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଗୁରୁବାର ବିଜେଡିରେ ଯୋଗ ଦେଇଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ବିଧିବଦ୍ଧ ଭାବେ ବିଜୟ ମହାପାତ୍ରଙ୍କ ପୁଅ ହେଲେ ସାମିଲ। ଶତାଧିକ କର୍ମୀଙ୍କ ସହ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଲେ। ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି। ପାଟକୁରାର ବିକାଶକୁ ଆଗକୁ ନେବି। ଆଶା କରୁଛି ନବୀନବାବୁଙ୍କ ଆଶୀର୍ବାଦ ମୋ ଉପରେ ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.5 ° C
    21.5 °
    21.5 °
    46 %
    2.1kmh
    0 %
    Sat
    22 °
    Sun
    36 °
    Mon
    36 °
    Tue
    37 °
    Wed
    38 °

    ସମ୍ବନ୍ଧିତ