Friday, September 11, 2026
23.7 C
Odisha

    ରାଜ୍ୟବାସୀ ମର୍ମାହତ ହେବା ପରି କିଛି ନକରନ୍ତୁ ବିଜେପି ସରକାର: ବିଜେଡି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ଶାସନ କରୁଥିବା ବିଜେପି ସରକାର ପୁଣି ପ୍ରତିହିଂସା ରାଜନୀତି ଆରମ୍ଭ କରି ଦେଇଛି। ଦେଶ ରାଜନୀତିର ଅନ୍ୟତମ ପ୍ରବାଦ ପୁରୁଷ ହେଉଛନ୍ତି ସ୍ୱର୍ଗତ ବିଜୁ ପଟ୍ଟନାୟକ। ନିଜ ସଂକୀର୍ଣ୍ଣ ରାଜନୀତିରେ ପୁଣି ବଶବର୍ତ୍ତୀ ହୋଇ ବିଜେପି ସରକାର ପୂର୍ବରୁ ରହିଥିବା ବିଜୁ ପଟ୍ଟନାୟକ କ୍ରୀଡା ସମ୍ମାନର ନାଁ ପରିବର୍ତ୍ତନ କରି ଓଡିଶା ରାଜ୍ୟ କ୍ରୀଡା ସମ୍ମାନ କରିଛନ୍ତି। ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ କଡା ବିରୋଧ କରିଛନ୍ତି ବିଜେଡି ବିଧାୟକ ଡ. ଅରୁଣ କୁମାର ସାହୁ। ସେ ବିଜେପି ସରକାରକୁ ତାଚ୍ଛଲ୍ୟ କରି କହିଛନ୍ତି, କାକୁଡି ଓ ଛୁରୀ ତାଙ୍କର । ତେଣୁ ସେମାନେ ଯେମିତି ପାରିବେ ସେମିତି କାଟିବେ। ବେଳେବେଳେ କାକୁଡି କାଟିଲା ବେଳେ ମୁଣ୍ଡିଟି ପିତା ଲାଗେ । ତେଣୁ ନୂଆ ସରକାରଙ୍କୁ କିଛି ଅନୁରୋଧ ରହିବ। ଏମିତି କୌଣସି କାମ କରନ୍ତୁ ନାହିଁ ଯେଉଁଥିରେ ଓଡ଼ିଶାବାସୀ ମର୍ମାହତ ହେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.7 ° C
    23.7 °
    23.7 °
    98 %
    0.9kmh
    98 %
    Fri
    27 °
    Sat
    28 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ